ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପିକ୍ସେଲସ୍ପେସ ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି: ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 JAN 2025 7:29PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କି,ପିକ୍ସେଲସ୍ପେସ ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି । ଶ୍ରୀ ମୋଦୀ କହିଛନ୍ତି, ଏହା ଅନ୍ତରୀକ୍ଷ ଉଦ୍ୟୋଗରେ ଆମର ଘରୋଇ କ୍ଷେତ୍ର ପରିବ୍ୟାପ୍ତର ଦକ୍ଷତାକୁ ଦର୍ଶାଉଛି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ପିକ୍ସେଲସ୍ପେସ @PixxelSpace ଦ୍ୱାରା ଭାରତର ପ୍ରଥମ ନିଜସ୍ୱ ଉପଗ୍ରହ ସମୂହ ଭାରତୀୟ ଯୁବଶକ୍ତିର ଅସାଧାରଣ ପ୍ରତିଭାକୁ ଦର୍ଶାଉଛି ଏବଂ ଏହା ଅନ୍ତରୀକ୍ଷ ଉଦ୍ୟୋଗରେ ଆମର ଘରୋଇ କ୍ଷେତ୍ର ପରିବ୍ୟାପ୍ତର ଦକ୍ଷତାକୁ ମଧ୍ୟ ସୂଚାଉଛି ।”

SR


(ରିଲିଜ ଆଡି: 2093937) ପରିଦର୍ଶକ କାଉଣ୍ଟର : 106