ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ତ୍ରିପୁରାବାସୀଙ୍କୁ ରାଜ୍ୟ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
Posted On:
21 JAN 2025 8:41AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତ୍ରିପୁରାବାସୀଙ୍କୁ ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଜାତୀୟ ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଅବଦାନ ରହିଛି ବୋଲି ସେ କହିଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି :
“ତ୍ରିପୁରାବାସୀଙ୍କୁ ସେମାନଙ୍କ ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ଶୁଭେଚ୍ଛା । ଜାତୀୟ ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଅବଦାନ ରହିଛି । ଏହି ରାଜ୍ୟ ନିଜର ସମୃଦ୍ଧ ସଂସ୍କୃତି ଏବଂ ଐତିହ୍ୟ ପାଇଁ ମଧ୍ୟ ବେଶ୍ ଜଣାଶୁଣା । ଆଗାମୀ ଦିନରେ ତ୍ରିପୁରା ବିକାଶର ନୂଆ ଉଚ୍ଚତାକୁ ହାସଲ କରୁ।”
SR
(Release ID: 2094868)
Visitor Counter : 15
Read this release in:
Assamese
,
English
,
Urdu
,
Marathi
,
Hindi
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam