ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗାନ୍ଧୀ ସ୍ମୃତିଠାରେ ପ୍ରାର୍ଥନା ସଭାରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
30 JAN 2025 8:21PM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତିଠାରେ ଏକ ପ୍ରାର୍ଥନା ସଭାରେ ଯୋଗ ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି :
“ଆଜି ସନ୍ଧ୍ୟାରେ ଗାନ୍ଧୀ ସ୍ମୃତିଠାରେ ଏକ ପ୍ରାର୍ଥନା ସଭାରେ ଯୋଗ ଦେଇଥିଲି ।”
SR
(ରିଲିଜ ଆଡି: 2097784)
ପରିଦର୍ଶକ କାଉଣ୍ଟର : 44
ଏହି ରିଲିଜ ପଢନ୍ତୁ :
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam