ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆସାମ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 03 FEB 2025 5:23PM by PIB Bhubaneswar

ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ସର୍‌ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ୍ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :

“ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

 

SR


(ରିଲିଜ ଆଡି: 2099370) ପରିଦର୍ଶକ କାଉଣ୍ଟର : 52