ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସିଲେ ସଦ୍‌ଗୁରୁ ଜଗ୍‌ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି : ପ୍ରଧାନମନ୍ତ୍ରୀ

प्रविष्टि तिथि: 14 FEB 2025 8:12PM by PIB Bhubaneswar

 

 

ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି ବିଷୟ ଉପରେ କଥା ଆସେ ସଦ୍ଗୁରୁ ଜଗ୍ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ରହିଛନ୍ତି ବୋଲି ମନ୍ତବ୍ୟ ଦେବା ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲିପରୀକ୍ଷା ପେ ଚର୍ଚ୍ଚା ଚତୁର୍ଥ ଏପିସୋଡ ଦେଖିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି

ମାଇଗଭ୍ଇଣ୍ଡିଆ ପକ୍ଷରୁ ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି :

ଯେତେବେଳେ ସମ୍ପୂର୍ଣ୍ଣ ସୁସ୍ଥତା ଏବଂ ମାନସିକ ଶାନ୍ତି କଥା ଆସେ, ସେତେବେଳେ ସଦ୍ଗୁରୁ ଜଗ୍ଗୀ ବାସୁଦେବ ସର୍ବଦା ସବୁଠାରୁ ପ୍ରେରଣାଦାୟକ ବ୍ୟକ୍ତିତ୍ୱମାନଙ୍କ ମଧ୍ୟରେ ଅନ୍ୟତମ ରହିଥାନ୍ତି ମୁଁ ସମସ୍ତ ପରୀକ୍ଷା ଯୋଦ୍ଧା, ଏପରିକି ତାଙ୍କର ମାତା-ପିତା ଏବଂ ଶିକ୍ଷକମାନଙ୍କୁ ଆସନ୍ତାକାଲି, ଫେବୃଆରୀ ୧୫ରେପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବାକୁ ଅନୁରୋଧ କରୁଛି

 

SR


(रिलीज़ आईडी: 2103703) आगंतुक पटल : 60
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Bengali , Assamese , Manipuri , Punjabi , Gujarati , Tamil , Telugu , Kannada