ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜୟନ୍ତୀରେ ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 18 FEB 2025 8:52AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି :

ସମସ୍ତ ଦେଶବାସୀଙ୍କ ତରଫରୁ ସ୍ୱାମୀ ରାମକ୍ରିଷ୍ଣ ପରମହଂସଙ୍କୁ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ

 

 

SR


(रिलीज़ आईडी: 2104286) आगंतुक पटल : 57
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam