ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପରୀକ୍ଷାର ଚାପ ଓ ଚିନ୍ତାକୁ ସଫଳତାର ସହ ଦୂର କରିପାରିଥିବା ଅଭିଜ୍ଞ ଏକଜାମ୍ ୱାରିୟର୍ସମାନଙ୍କ ଠାରୁ ଶୁଣନ୍ତୁ : ପ୍ରଧାନମନ୍ତ୍ରୀ

प्रविष्टि तिथि: 17 FEB 2025 7:39PM by PIB Bhubaneshwar

 

ଫେବୃଆରୀ ୧୮ ତାରିଖ ପୂର୍ବାହ୍ନ ୧୧ଟାରେ ପରୀକ୍ଷା ପେ ଚର୍ଚ୍ଚା ୨୦୨୫ର ଏକ ସ୍ୱତନ୍ତ୍ର ଏପିସୋଡ ପ୍ରସାରିତ ହେବ ପରୀକ୍ଷାର ଚାପ ଚିନ୍ତାକୁ ସଫଳତାର ସହ ଅତିକ୍ରମ କରିପାରିଥିବା ଯୁବ ଏକଜମା୍ ାରିୟର୍ସମାନେ ଏଥିରେ ଅଂଶ ଗ୍ରହଣ କରିବେ

ଏହି ସ୍ୱତନ୍ତ୍ର ଏପିସୋଡ ସମ୍ପର୍କରେ ସୋସିଆଲ ମିଡିଆରେ ଘୋଷଣା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ୍ସ ରେ ଲେଖିଛନ୍ତି:

ଅଭିଜ୍ଞମାନଙ୍କ ଠାରୁ ଶୁଣନ୍ତୁ ....#ExamWarriors ପରୀକ୍ଷାର ଚାପ ଚିନ୍ତାକୁ ସଫଳତାର ସହ ଅତିକ୍ରମ କରିପାରିଥିବା ଏକ୍ଜାମ ାରିୟର୍ସ ମାନଙ୍କ ଠାରୁ ଆସନ୍ତାକାଲିରପରୀକ୍ଷା ପେ ଚର୍ଚ୍ଚାରେ ମୋର ଯୁବ ବନ୍ଧୁମାନେ ଅଂଶ ଗ୍ରହଣ କରିବେ ଯେଉଁମାନେକି ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରିବେ

SR


(रिलीज़ आईडी: 2104289) आगंतुक पटल : 38
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam