ଉପରାଷ୍ଟ୍ରପତିଙ୍କ ସଚିବାଳୟ
azadi ka amrit mahotsav

୨୦୨୫ ଫେବୃଆରୀ ୨୨ରେ ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜି ନଗର ପରିଦର୍ଶନ କରିବେ ଉପରାଷ୍ଟ୍ରପତି


ଡକ୍ଟର ବାବାସାହେବ ଆମ୍ବେଦକର ମରାଠୱାଡା ବିଶ୍ୱବିଦ୍ୟାଳୟର ୬୫ତମ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ

ଉପରାଷ୍ଟ୍ରପତି ସମ୍ୱାଜି ନଗର ଏସବି କଲେଜରେ ସମ୍ବିଧାନ ସଚେତନତା ବର୍ଷ ଏବଂ ଅମୃତ ମହୋତ୍ସବର ମଧ୍ୟ ଉଦଘାଟନ କରିବେ

Posted On: 20 FEB 2025 11:03AM by PIB Bhubaneshwar

୨୦୨୫ ଫେବୃଆରୀ ୨୨ରେ ମହାରାଷ୍ଟ୍ରର ଛତ୍ରପତି ସମ୍ୱାଜୀ ନଗରକୁ ଦିନିକିଆ ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ। ଏହି ଗସ୍ତ ସମୟରେ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ ସମ୍ୱାଜୀ ନଗରରେ ଡକ୍ଟର ବାବାସାହେବ ଆମ୍ବେଦକର ମରାଠୱାଡା ବିଶ୍ୱବିଦ୍ୟାଳୟର ୬୫ତମ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ସେ ସମ୍ୱାଜି ନଗରର ଏସବି କଲେଜରେ ସମ୍ବିଧାନ ସଚେତନତା ବର୍ଷ ଏବଂ ଅମୃତ ମହୋତ୍ସବଜେ ମଧ୍ୟ ଉଦ୍ଘାଟନ କରିବେ। ଶ୍ରୀ ଧନଖଡ ଏଲୋରାର ଗ୍ରୀଶ୍ନେଶ୍ଵର ମନ୍ଦିରରେ ପ୍ରାର୍ଥନା କରିବେ ଏବଂ ଏଲୋରା ଗୁମ୍ଫା (କୈଳାଶ ଗୁମ୍ଫା) ମଧ୍ୟ ପରିଦର୍ଶନ କରିବେ।

SWS


(Release ID: 2105061) Visitor Counter : 11