ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
26 FEB 2025 1:35PM by PIB Bhubaneshwar
ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେୱନ୍ତ ରେଡ୍ଡୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ୍ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେୱନ୍ତ ରେଡ୍ଡୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
SR
(ରିଲିଜ ଆଡି: 2106743)
ପରିଦର୍ଶକ କାଉଣ୍ଟର : 36
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Bengali
,
Bengali-TR
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam