ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 11 MAR 2025 3:04PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାମ୍ପଲମୋସେସ୍ ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏହି ମାଲ୍ୟାର୍ପଣ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମରିସସ୍ ପ୍ରଧାନମନ୍ତ୍ରୀ ଶ୍ରୀ ନବୀନଚନ୍ଦ୍ର ରାମଗୁଲାମ ମଧ୍ୟ ଉପସ୍ଥିତ ଥିଲେ ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମରିସସ୍ ପ୍ରଗତି ଏବଂ ଭାରତ-ମରିସସ୍ ସମ୍ପର୍କ ପାଇଁ ଏକ ଦୃଢ଼ ଭିତ୍ତିଭୂମି ନିର୍ମାଣରେ ଦୁଇ ନେତାଙ୍କ ଯୋଗଦାନକୁ ମନେ ପକାଇଥିଲେ

ମାଲ୍ୟାର୍ପଣ ସମାରୋହ ପରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍ ପ୍ରଧାନମନ୍ତ୍ରୀ ନବୀନଚଦ୍ର ରାମଗୁଲାମ ଐତିହାସିକ ଉଦ୍ୟାନରେଏକ୍ ପେଡ୍ ମାଁ କେ ନାମପଦକ୍ଷେପ ଅଧିନରେ ଏକ ବୃକ୍ଷରୋପଣ କରିଥିଲେ

 

SR


(रिलीज़ आईडी: 2110362) आगंतुक पटल : 52
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam