ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
18 MAR 2025 6:29PM by PIB Bhubaneshwar
ଗୁଜରାଟ ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି;
“ଗୁଜରାଟ ରାଜ୍ୟପାଳ ଶ୍ରୀ @ADevvrat ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
SR
(ରିଲିଜ ଆଡି: 2112620)
ପରିଦର୍ଶକ କାଉଣ୍ଟର : 56
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam