ପୋଷ୍ଟ କରାଯିବା ଦିନାଙ୍କ:
18 MAR 2025 12:09PM by PIB Bhubaneswar
ଝାଡ଼ଖଣ୍ଡ ରାଜ୍ୟପାଳ ଶ୍ରୀ ସନ୍ତୋଷ ଗଙ୍ଗୱାର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଝାଡ଼ଖଣ୍ଡ ରାଜ୍ୟପାଳ ଶ୍ରୀ @santoshgangwar ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।
@jhar_governor”
SR