ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡର ରାଜ୍ୟପାଳ

प्रविष्टि तिथि: 19 MAR 2025 2:27PM by PIB Bhubaneswar

ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ୍ ଜେନେରାଲ ଗୁରମିତ୍ ସିଂହ (ଅବସରପ୍ରାପ୍ତ) ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ୍ ଜେନେରାଲ୍ ଗୁରମିତ ସିଂହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

SR


(रिलीज़ आईडी: 2114672) आगंतुक पटल : 49
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam