ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଡକ୍ଟର ରାମ ମନୋହର ଲୋହିଆଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 23 MAR 2025 9:02AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡକ୍ଟର ରାମ ମନୋହର ଲୋହିଆଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା, ଜଣେ ପ୍ରଖର ସ୍ୱାଧୀନତା ସଂଗ୍ରାମୀ ଏବଂ ସାମାଜିକ ନ୍ୟାୟର ପ୍ରତୀକ ଭାବରେ ମନେ ପକାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

“ଡକ୍ଟର ରାମ ମନୋହର ଲୋହିଆଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ସ୍ମରଣ କରୁଛି । ଜଣେ ଦୂରଦୃଷ୍ଟିସମ୍ପନ୍ନ ନେତା, ପ୍ରଖର ସ୍ୱାଧୀନତା ସଂଗ୍ରାମୀ ଏବଂ ସାମାଜିକ ନ୍ୟାୟର ପ୍ରତୀକ ଡକ୍ଟର ଲୋହିଆ ଅବହେିତ ଲୋକଙ୍କୁ ସଶକ୍ତ କରିବା ଏବଂ ଏକ ଶକ୍ତିଶାଳୀ ଭାରତ ଗଠନ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିଲେ ।”

 

SR


(रिलीज़ आईडी: 2114675) आगंतुक पटल : 53
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Assamese , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam