ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଏବଂ ବିଶ୍ୱ ନେତୃତ୍ୱ ଦିଗରେ ଭାରତର ଯାତ୍ରାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
01 APR 2025 7:35PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରତିରକ୍ଷା ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଏବଂ ବିଶ୍ୱ ନେତୃତ୍ୱ ଦିଗରେ ଭାରତର ଯାତ୍ରାକୁ ପ୍ରଶଂସା କରିଛନ୍ତି।
କେନ୍ଦ୍ର ମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟ ଉପରେ ମନ୍ତବ୍ୟ ଦେଇ ସେ କହିଛନ୍ତି:
“ପ୍ରତିରକ୍ଷା ଉତ୍ପାଦନରେ ଆତ୍ମନିର୍ଭରଶୀଳତା ଏବଂ ବିଶ୍ୱ ନେତୃତ୍ୱ ଦିଗରେ ଆମର ଯାତ୍ରାରେ ପ୍ରକୃତରେ ଏକ ଗର୍ବର ମାଇଲଖୁଣ୍ଟ!”
SR
(रिलीज़ आईडी: 2117603)
आगंतुक पटल : 50
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam