ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଥାଇ ରାମାୟଣ ରାମକିୟେନର ମନମୋହକ ପ୍ରଦର୍ଶନ ଦେଖିଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 03 APR 2025 1:02PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲ୍ୟାଣ୍ଡର ବ୍ୟାଙ୍କକରେ ଥାଇ ରାମାୟଣ, ରାମକିୟେନର ଏକ ସମୃଦ୍ଧ ପ୍ରଦର୍ଶନ ଦେଖିଛନ୍ତି ଏହି ଅବସରରେ ସେ ଭାରତ ଏବଂ ଥାଇଲ୍ୟାଣ୍ଡ ମଧ୍ୟରେ ଗଭୀର ସାଂସ୍କୃତିକ ଏବଂ ସଭ୍ୟତାଗତ ସମ୍ବନ୍ଧର ପ୍ରଶଂସା କରିଛନ୍ତି

ଏକ୍ସରେ ପୃଥକ- ପୃଥକ ପୋଷ୍ଟରେ ସେ ଲେଖିଛନ୍ତି:

ଏକ ସାଂସ୍କୃତିକ ସଂଯୋଗ ଯାହା ଅନ୍ୟ କୌଣସିଠାରୁ ମିଳେ ନାହିଁ!

ଥାଇ ରାମାୟଣ ରାମକିୟେନର ଏକ ମନମୋହକ ପ୍ରଦର୍ଶନ ଦେଖିଲି ଏହା ପ୍ରକୃତରେ ଏକ ସମୃଦ୍ଧ ଅଭିଜ୍ଞତା ଥିଲା, ଯାହା ଭାରତ ଏବଂ ଥାଇଲ୍ୟାଣ୍ଡ ମଧ୍ୟରେ ସହଭାଗୀ ସାଂସ୍କୃତିକ ଏବଂ ସଭ୍ୟତାଗତ ସମ୍ପର୍କକୁ ସୁନ୍ଦର ଭାବରେ ପ୍ରଦର୍ଶିତ କରିଥିଲା

ରାମାୟଣ ପ୍ରକୃତରେ ଏସିଆର ଅନେକ କ୍ଷେତ୍ରରେ ହୃଦୟ ଏବଂ ପରମ୍ପରାକୁ ସଂଯୋଗ କରି ଚାଲିଛି

 

SR


(ରିଲିଜ ଆଡି: 2118531) ପରିଦର୍ଶକ କାଉଣ୍ଟର : 41