ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ପ୍ରତିବଦ୍ଧତା ଦୋହରାଇଲେ ପ୍ରଧାନମନ୍ତ୍ରୀ

Posted On: 07 APR 2025 9:07AM by PIB Bhubaneshwar

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସୁସ୍ଥ ବିଶ୍ୱ ଗଠନ କରିବା ପାଇଁ ପ୍ରତିବଦ୍ଧତାକୁ ପୁନଃ ଦୋହରାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ସରକାର ସ୍ୱାସ୍ଥ୍ୟସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ କରିବା ଜାରି ରଖିବ । ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:

“ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ, ଆସନ୍ତୁ ଆମେ ଏକ ସୁସ୍ଥ ବିଶ୍ୱ ଗଠନ ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ ଦୋହରାଇବା । ଆମ ସରକାର ସ୍ୱାସ୍ଥ୍ୟ ସେବା ଉପରେ ଧ୍ୟାନ ଦେବା ଏବଂ ଲୋକଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟର ବିଭିନ୍ନ ଦିଗଗୁଡିକ ଉପରେ ନିବେଶ ଜାରି ରଖିବ । ଉତ୍ତମ ସ୍ୱାସ୍ଥ୍ୟ ହେଉଛି ପ୍ରତ୍ୟେକ ସମୃଦ୍ଧ ସମାଜର ମୂଳଦୁଆ!”

 

SR


(Release ID: 2119657) Visitor Counter : 32