ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ କାର୍ଯ୍ୟକାରୀ କରିଥିବାରୁ ଦିଲ୍ଲୀ ସରକାରଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 11 APR 2025 8:56AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଭିତ୍ତିଭୂମି ମିଶନ (ପିଏମ୍-ଏବିଏଚ୍ଆଇଏମ୍) କାର୍ଯ୍ୟକାରୀ କରିବା ଏବଂ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ପିଏମ୍-ଜେଏୱାଇ) ଅଧୀନରେ ଆୟୁଷ୍ମାନ ଭାରତ କାର୍ଡ ବଣ୍ଟନ ଆରମ୍ଭ କରିବା ପାଇଁ ଦିଲ୍ଲୀ ସରକାରଙ୍କୁ ପ୍ରଶଂସା କରିଛନ୍ତି

ଏକ୍ସରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି:

ଦିଲ୍ଲୀର ସ୍ୱାସ୍ଥ୍ୟ କ୍ଷେତ୍ର ସହିତ ଜଡିତ ଏକ କ୍ରାନ୍ତିକାରୀ ପଦକ୍ଷେପ! ଡବଲ୍ ଇଞ୍ଜିନ ସରକାରଙ୍କର ଏହି ମିଶନ ମୋର ଦିଲ୍ଲୀବାସୀ ଭାଇ-ଭଉଣୀମାନଙ୍କ ପାଇଁ ବହୁତ ଲାଭଦାୟକ ହେବ ମୁଁ ବହୁତ ଖୁସି ଯେ, ଦିଲ୍ଲୀବାସୀ ମଧ୍ୟ ଏବେ ଆୟୁଷ୍ମାନ ଯୋଜନା ଜରିଆରେ ନିଜର ଚିକିତ୍ସା କରାଇପାରିବେ

 

SR


(रिलीज़ आईडी: 2120869) आगंतुक पटल : 45
इस विज्ञप्ति को इन भाषाओं में पढ़ें: Telugu , English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Kannada , Malayalam