ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୁମୁଦିନୀ ଲାଖିଆଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 12 APR 2025 3:39PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁମୁଦିନୀ ଲାଖିଆଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କୁ ଜଣେ ଉଚ୍ଚକୋଟୀର ସାଂସ୍କୃତିକ ପ୍ରତୀକ ଭାବରେ ପ୍ରଶଂସା କରିଛନ୍ତି କଥକ ଏବଂ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତି ଆଗ୍ରହ ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟରେ ପ୍ରତିଫଳିତ ହୋଇଥିଲା ବୋଲି ଶ୍ରୀ ମୋଦୀ କହିଛନ୍ତି

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

କୁମୁଦିନୀ ଲାଖିଆଙ୍କ ବିୟୋଗରେ ଗଭୀର ଦୁଃଖିତ ସେ ଜଣେ ଉଚ୍ଚକୋଟୀର ସାଂସ୍କୃତିକ ପ୍ରତୀକ ଭାବରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ କଥକ ଏବଂ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ପ୍ରତି ତାଙ୍କର ଆଗ୍ରହ ବର୍ଷ ବର୍ଷ ଧରି ତାଙ୍କ ଉଲ୍ଲେଖନୀୟ କାର୍ଯ୍ୟରେ ପ୍ରତିଫଳିତ ହୋଇଥିଲା। ଜଣେ ପ୍ରକୃତ ଅଗ୍ରଣୀ ହେବା ସହ ସେ ବହୁ ପିଢ଼ିର ନୃତ୍ୟଶିଳ୍ପୀଙ୍କୁ ମଧ୍ୟ ଶିକ୍ଷା ପ୍ରଦାନ କରିଥିଲେ ତାଙ୍କର ଅବଦାନକୁ ସ୍ମରଣୀୟ କରାଯିବ ତାଙ୍କ ପରିବାର, ଛାତ୍ର ଏବଂ ପ୍ରଶଂସକମାନଙ୍କ ପ୍ରତି ସମବେଦନା ଓମ୍ ଶାନ୍ତି

 

SR


(रिलीज़ आईडी: 2121352) आगंतुक पटल : 36
इस विज्ञप्ति को इन भाषाओं में पढ़ें: Tamil , English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Telugu , Kannada , Malayalam