ପୋଷ୍ଟ କରାଯିବା ଦିନାଙ୍କ:
12 APR 2025 10:59PM by PIB Bhubaneswar
ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ଲେଖାଯାଇଛି:
“ଆଜି ସକାଳେ, ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
@LGov_Puducherry”
SR