ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 APR 2025 9:22AM by PIB Bhubaneswar

 

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

“ପୂର୍ବ ପ୍ରଧାନମନ୍ତ୍ରୀ ଶ୍ରୀ ଚନ୍ଦ୍ରଶେଖରଙ୍କୁ ତାଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି । ସେ ତାଙ୍କ ରାଜନୀତିରେ ଦେଶ ସ୍ୱାର୍ଥକୁ ସର୍ବଦା ଆଗରେ ରଖିଥିଲେ । ସାମାଜିକ ସମନ୍ୱୟ ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ତାଙ୍କର ପ୍ରୟାସକୁ ସର୍ବଦା ସ୍ମରଣ କରାଯିବ ।”

 

SR


(ରିଲିଜ ଆଡି: 2122805) ପରିଦର୍ଶକ କାଉଣ୍ଟର : 44