ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁରରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ପୋଷ୍ଟ କରାଯିବା ଦିନାଙ୍କ: 19 APR 2025 9:02PM by PIB Bhubaneswar

 

ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ ପାଇଁ ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ କୁହାଯାଇଛି:

ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଦୁଃଖିତ ନିକଟ ସମ୍ପର୍କୀୟଙ୍କୁ ଯେଉଁମାନେ ହରାଇଛନ୍ତି େମାନଙ୍କ ପ୍ରତି ମୋର ସମବେଦନା ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ପ୍ରଭାବିତଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛ

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ @narendramodi

SR


(ରିଲିଜ ଆଡି: 2123000) ପରିଦର୍ଶକ କାଉଣ୍ଟର : 52