ପୋଷ୍ଟ କରାଯିବା ଦିନାଙ୍କ:
21 APR 2025 4:40PM by PIB Bhubaneswar
ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ @Bhupendrapbjp ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।
@CMOGuj”
SR