ରାଷ୍ଟ୍ରପତିଙ୍କ ସଚିବାଳୟ
ପ୍ରେସ ବିବୃତି
ପୋଷ୍ଟ କରାଯିବା ଦିନାଙ୍କ:
14 MAY 2025 11:03AM by PIB Bhubaneshwar
ବୁଧବାର ଦିନ ରାଷ୍ଟ୍ରପତି ଭବନର ଗଣତନ୍ତ୍ର ମଣ୍ଡପରେ ଏକ ବର୍ଣ୍ଣାଢ୍ୟ ଉତ୍ସବ ଅନୁଷ୍ଠିତ ହୋଇଛି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବରେ ଶ୍ରୀ ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ଶପଥ ନେଇଛନ୍ତି । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁ ।
G6K0.jpeg)

PBD
(ରିଲିଜ ଆଡି: 2128598)
ପରିଦର୍ଶକ କାଉଣ୍ଟର : 15
ଏହି ରିଲିଜ ପଢନ୍ତୁ :
English
,
Khasi
,
Urdu
,
हिन्दी
,
Marathi
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam