ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବ୍ୟକ୍ତିଗତ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 MAY 2025 9:10AM by PIB Bhubaneshwar

 

ଦୋହା ଡାଇମଣ୍ଡ ଲିଗ୍ ୨୦୨୫ରେ ଜାଭେଲିନ୍ ଥ୍ରୋରେ ୯୦ ମିଟର ଟାର୍ଗେଟ ଅତିକ୍ରମ କରିବା ଏବଂ ବ୍ୟକ୍ତିଗତ ସର୍ବୋତ୍ତମ ଥ୍ରୋ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶ୍ରୀ ମୋଦୀ କହିଛନ୍ତି, “ଏହା ତାଙ୍କର ନିରନ୍ତର ଉଦ୍ୟମ, ଶୃଙ୍ଖଳା ଏବଂ ଆଗ୍ରହର ପରିଣାମ

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

ଏକ ଚମତ୍କାର ସଫଳତା ! ଦୋହା ଡାଇମଣ୍ଡ ଲିଗ୍ ୨୦୨୫ରେ ୯୦ ମିଟରର ଆକଳନ ଅତିକ୍ରମ କରିବା ଏବଂ ବ୍ୟକ୍ତିଗତ ସେର୍ବାତ୍ତମ ଥ୍ରୋ ହାସଲ କରିବା ପାଇଁ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଏହା ତାଙ୍କର ନିରନ୍ତର ସମର୍ପଣ, ଶୃଙ୍ଖଳା ଏବଂ ଆଗ୍ରହର ପରିଣାମ ଭାରତ ତାଙ୍କର ସଫଳତାକୁ ନେଇ ଆନନ୍ଦିତ ଏବଂ ଗର୍ବିତ

 

SR


(ରିଲିଜ ଆଡି: 2129274) ପରିଦର୍ଶକ କାଉଣ୍ଟର : 11