ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିୟାଣାର ମୁଖ୍ୟମନ୍ତ୍ରୀ

प्रविष्टि तिथि: 21 MAY 2025 5:41PM by PIB Bhubaneshwar

ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

@cmohry

 

SR


(रिलीज़ आईडी: 2130422) आगंतुक पटल : 6
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam