ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 24 MAY 2025 8:43PM by PIB Bhubaneswar

 

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି

‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି’’

HS


(ରିଲିଜ ଆଡି: 2131030) ପରିଦର୍ଶକ କାଉଣ୍ଟର : 13