ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

प्रविष्टि तिथि: 25 MAY 2025 5:01PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:

“ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ @DrMohanYadav51 ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି । @CMMadhyaPradesh”

SR


(रिलीज़ आईडी: 2131231) आगंतुक पटल : 18
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam