ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉର ପ୍ରଶାସକ

प्रविष्टि तिथि: 24 MAY 2025 8:47PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ କେନ୍ଦ୍ରଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉର ପ୍ରଶାସକ ଶ୍ରୀ ପ୍ରଫୁଲ୍ଲ କୁମାର ପଟେଲ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:

“କେନ୍ଦ୍ରଶାସିତ ଅଞ୍ଚଳ ଦାଦ୍ରା ଓ ନଗର ହାବେଳି ଏବଂ ଦାମନ ଓ ଡିଉର ପ୍ରଶାସକ ଶ୍ରୀ @prafulkpatel ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”

SR


(रिलीज़ आईडी: 2131233) आगंतुक पटल : 18
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam