ପୋଷ୍ଟ କରାଯିବା ଦିନାଙ୍କ:
24 MAY 2025 8:41PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ଥ ରେଡି ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:
“ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ @revanth_anumula ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି । @TelanganaCMO”
SR