ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 27 MAY 2025 9:43AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ୍ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ମୃତ୍ୟୁ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ।”

 

SR


(ରିଲିଜ ଆଡି: 2131554) ପରିଦର୍ଶକ କାଉଣ୍ଟର : 22