ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        ୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ଦଳର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
                    
                    
                        
                    
                
                
                    Posted On:
                02 JUN 2025 3:01PM by PIB Bhubaneshwar
                
                
                
                
                
                
                ଦକ୍ଷିଣ କୋରିଆରେ ନିକଟରେ ଅନୁଷ୍ଠିତ ୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଭାରତୀୟ ଦଳର ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କର ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ସମସ୍ତ ଟୁର୍ଣ୍ଣାମେଣ୍ଟରେ ପ୍ରତ୍ୟେକ ଖେଳାଳୀଙ୍କର କଠିନ ପରିଶ୍ରମ ଏବଂ ଦୃଢ଼ ସଂକଳ୍ପ ସ୍ପଷ୍ଟ ଦୃଶ୍ୟମାନ ହୋଇଥିଲା ।”
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
“ଦକ୍ଷିଣ କୋରିଆରେ ସମ୍ପ୍ରତି ଅନୁଷ୍ଠିତ ୨୦୨୫ ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ୍ରେ ଚମତ୍କାର ପ୍ରଦର୍ଶନ ପାଇଁ ସମଗ୍ର ଭାରତ ଆମ ଦଳ ଉପରେ ଗର୍ବିତ । ସମସ୍ତ ଟୁର୍ଣ୍ଣାମେଣ୍ଟରେ ପ୍ରତ୍ୟେକ ଖେଳାଳୀଙ୍କ କଠିନ ପରିଶ୍ରମ ଏବଂ ଦୃଢ଼ ସଂକଳ୍ପ ସ୍ପଷ୍ଟ ଦୃଶ୍ୟମାନ ଥିଲା । ସମସ୍ତ ଖେଳାଳୀମାନଙ୍କୁ ସେମାନଙ୍କର ଭବିଷ୍ୟତର ପ୍ରୟାସ ପାଇଁ ଶୁଭକାମନା ।”
 
SR
                
                
                
                
                
                (Release ID: 2133442)
                Visitor Counter : 3
                
                
                
                    
                
                
                    
                
                Read this release in: 
                
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Kannada 
                    
                        ,
                    
                        
                        
                            Malayalam 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Bengali-TR 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati