ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
କୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
04 JUN 2025 8:38AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:
“କୋରିଆର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ । ଭାରତ-କାରିଆ ସ୍ୱତନ୍ତ୍ର ରଣନୈତିକ ସହଭାଗିତାକୁ ଆହୁରି ବିସ୍ତାର ଏବଂ ସୁଦୃଢ଼ କରିବା ପାଇଁ ଏକତ୍ର କାମ କରିବାକୁ ଅପେକ୍ଷା କରିଛି ।
@Jaemyung_Lee.”
SR
(रिलीज़ आईडी: 2133704)
आगंतुक पटल : 21
इस विज्ञप्ति को इन भाषाओं में पढ़ें:
Assamese
,
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam