ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ମନ୍ତ୍ରିମଣ୍ଡଳର ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
“ଆଜି ସନ୍ଧ୍ୟାରେ ମନ୍ତ୍ରିମଣ୍ଡଳ ବୈଠକରେ ଅଧ୍ୟକ୍ଷତା କଲି ।”
SR