ପୋଷ୍ଟ କରାଯିବା ଦିନାଙ୍କ:
06 JUN 2025 9:19PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଇ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଛତିଶଗଡ଼ ମୁଖ୍ୟମନ୍ତ୍ରୀ Shri @vishnudsai ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
SR