ପୋଷ୍ଟ କରାଯିବା ଦିନାଙ୍କ:
10 JUN 2025 1:19PM by PIB Bhubaneswar
ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଶ୍ରୀମତୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
@CMODelhi”
SR