ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜି୭ ବୈଠକରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 18 JUN 2025 2:49PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆଣ୍ଟୋନି ଆଲବାନିଜ୍ଙ୍କୁ ଭେଟିଥିଲେ

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;

କାନାଡାରେ ଜି୭ ଶିଖର ସମ୍ମିଳନୀ ସମୟରେ ମୋର ବନ୍ଧୁ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଅଲ୍ବାନିଜ୍ଙ୍କୁ ସାକ୍ଷାତ କରି ଭଲ ଲାଗିଲା! @AlboMP

 

SR


(रिलीज़ आईडी: 2137272) आगंतुक पटल : 31
इस विज्ञप्ति को इन भाषाओं में पढ़ें: Gujarati , English , Urdu , Marathi , हिन्दी , Bengali , Assamese , Manipuri , Punjabi , Tamil , Telugu , Kannada , Malayalam