ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 JUN 2025 2:51PM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଶ୍ରୀ ସିରିଲ ରାମାଫୋସାଙ୍କ ସହ ଆଲୋଚନା କରିଥିଲେ

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି;

କାନାଡାରେ ଜି୭ ଶିଖର ସମ୍ମିଳନୀ ସମୟରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସାଙ୍କ ସହ କଥା ହୋଇ ଖୁସି ଲାଗିଲା! @CyrilRamaphosa

 

SR


(ରିଲିଜ ଆଡି: 2137276) ପରିଦର୍ଶକ କାଉଣ୍ଟର : 22