ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 27 JUN 2025 9:13AM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସରେ ଅଲଗା ଅଲଗା ପୋଷ୍ଟରେ ସେ ଲେଖିଛନ୍ତି;

ଭଗବାନ ଜଗନ୍ନାଥଙ୍କର ପବିତ୍ର ରଥଯାତ୍ରା ଅବସରରେ ସମସ୍ତ ଦେଶବାସୀଙ୍କୁ ମୋର ଶୁଭକାମନା। ଶ୍ରଦ୍ଧା ଏବଂ ଭକ୍ତିର ଏହି ପବିତ୍ର ଉତ୍ସବ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସୌଭାଗ୍ୟ ଭରିଦେଉ, ଏହା ହିଁ ମୋର କାମନା ।

“ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ।

ଜୟ ଜଗନ୍ନାଥ!”

 

SR

 


(रिलीज़ आईडी: 2140339) आगंतुक पटल : 8
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Bengali-TR , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam