ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଆଇଏସଏସରେ ଥିବା ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

Posted On: 28 JUN 2025 5:55PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସଏସ)ରେ ଥିବା ଗ୍ରୁପ କ୍ୟାପେଟନ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଛନ୍ତି ।

ପିଏମଓ ଇଣ୍ଡିଆ ପକ୍ଷରୁ ଏକ୍ସରେ ଏକ ପୋଷ୍ଟରେ କୁହାଯାଇଛି;

“ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ଥିବା ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଛନ୍ତି ।”

SR


(Release ID: 2141021) Visitor Counter : 2