ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 01 JUL 2025 9:34AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଦିବସ ଅବସରରେ ସମସ୍ତ ଚାର୍ଟାର୍ଡ ଆକାଉଣ୍ଟାଣ୍ଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଚାର୍ଟାର୍ଡ ଆକାଉଣ୍ଟାଣ୍ଟମାନଙ୍କର ସଠିକତା ଏବଂ ବିଶେଜ୍ଞତା ପ୍ରତ୍ୟେକ ସଂଗଠନ ପାଇଁ ଜରୁରୀ ବୋଲି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି ।

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ସମସ୍ତ ଚାର୍ଟାର୍ଡ ଆକାଉଣ୍ଟାଣ୍ଟଙ୍କୁ ସିଏ ଦିବସର ଅନେକ ଶୁଭକାମନା! ସେମାନଙ୍କର ସଠିକତା ଏବଂ ବିଶେଜ୍ଞତା ପ୍ରତ୍ୟେକ ସଂଗଠନ ପାଇଁ ଅତ୍ୟାବଶ୍ୟକ । ଅନୁପାଳନ ଏବଂ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦେଇ ସେମାନେ ଏକ ସୁସ୍ଥ ଅର୍ଥନୀତିରେ ଯୋଗଦାନ ଦେଇଥାନ୍ତି । ସଫଳ କର୍ପୋରେସନଗୁଡିକୁ ପୋଷଣ କରିବାରେ ସେମାନଙ୍କର ଭୂମିକା ମଧ୍ୟ ଉଲ୍ଲେଖନୀୟ ।”

 

SR


(रिलीज़ आईडी: 2141082) आगंतुक पटल : 10
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Bengali , Bengali-TR , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam