ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁରୁପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
10 JUL 2025 9:04AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ସମସ୍ତ ଦେଶବାସୀଙ୍କୁ ଗୁରୁପୂର୍ଣ୍ଣିମାର ଅନେକ ଶୁଭକାମନା ।
ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଅନେକ ଶୁଭେଚ୍ଛା ।”
SR
(रिलीज़ आईडी: 2143622)
आगंतुक पटल : 8
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam