ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମିଜୋରାମର ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 JUL 2025 4:48PM by PIB Bhubaneshwar

ମିଜୋରାମର ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଦୁହୋମା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ମିଜୋରାମର ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଦୁହୋମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

@CMOMizoram”

 

SR


(ରିଲିଜ ଆଡି: 2144744) ପରିଦର୍ଶକ କାଉଣ୍ଟର : 24