ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ଦିଗରେ ଭାରତର ପ୍ରତିବଦ୍ଧତା ଏବଂ ପ୍ରୟାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ପୋଷ୍ଟ କରାଯିବା ଦିନାଙ୍କ: 15 JUL 2025 8:59PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ଦିଗରେ ଭାରତର ପ୍ରତିବଦ୍ଧତା ଏବଂ ପ୍ରୟାସକୁ ପ୍ରଶଂସା କରିଛନ୍ତି

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଜୋଶୀଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟ ଉପରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

ଏହା ଏକ ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ ଦିଗରେ ଭାରତର ପ୍ରତିବଦ୍ଧତା ଏବଂ ପ୍ରୟାସକୁ ଦର୍ଶାଉଛି

 

SR


(ରିଲିଜ ଆଡି: 2145083) ପରିଦର୍ଶକ କାଉଣ୍ଟର : 15