ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଶ୍ରୀ ଜଗଦୀପ ଧନଖଡଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 22 JUL 2025 12:30PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଜଗଦୀପ ଧନଖଡଙ୍କ ସୁସ୍ଥତା କାମନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଶ୍ରୀ ଜଗଦୀପ ଧନଖଡଙ୍କୁ ଭାରତର ଉପରାଷ୍ଟ୍ରପତି ସମେତ ବିଭିନ୍ନ ପଦବୀରେ ଆମ ଦେଶର ସେବା କରବାର ଅନେକ ସୁଯୋଗ ମିଳିଛି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଶ୍ରୀ ଜଗଦୀପ ଧନଖଡଙ୍କୁ ଭାରତର ଉପରାଷ୍ଟ୍ରପତି ସମେତ ବିଭିନ୍ନ ପଦବୀରେ ଆମ ଦେଶର ସେବା କରିବାର ଅନେକ ସୁଯୋଗ ମିଳିଛି । ମୁଁ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି ।”

 

SR


(रिलीज़ आईडी: 2146796) आगंतुक पटल : 18
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali-TR , Bengali , Assamese , Punjabi , Gujarati , Tamil , Telugu , Kannada , Malayalam