ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତରାଖଣ୍ଡର ହରିଦ୍ୱାରରେ ଦଳାଚକଟାରେ ଜୀବନହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

Posted On: 27 JUL 2025 12:39PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିର ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଶୋକ ପ୍ରକାଶ କରିଛନ୍ତି

ଏକ୍ସ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଗଭୀର ଦୁଃଖିତ ସମ୍ପର୍କୀୟଙ୍କୁ ହରାଇଥିବା ବ୍ୟକ୍ତିମାନଙ୍କ ପ୍ରତି ମୋର ସମବେଦନା ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ପ୍ରଭାବିତମାନଙ୍କୁ ସ୍ଥାନୀୟ ପ୍ରଶାସନ ଯଥାସମ୍ଭବ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”

SR


(Release ID: 2149069)