ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
27 JUL 2025 9:43AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ପୂଣ୍ୟତିଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଡକ୍ଟର ଏପିଜେ ଅବଦୁଲ କଲାମଙ୍କୁ ଜଣେ ପ୍ରେରଣାଦାୟକ ଦୂରଦୃଷ୍ଟି ସମ୍ପନ୍ନ, ଉତ୍କୃଷ୍ଟ ବୈଜ୍ଞାନିକ, ମାଗଦର୍ଶକ ଏବଂ ଜରେ ମହାନ ଦେଶପ୍ରେମୀ ଭାବରେ ମନେ ରଖାଯାଏ ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ପୂର୍ବତନ ରାଷ୍ଟ୍ରପତି ତଥା ଆମର ପ୍ରିୟ ଡକ୍ଟର ଏପିଜେ ଅବଦୁଲ କଲାମଙ୍କ ପୂଣ୍ୟତଥି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି । ତାଙ୍କୁ ଜଣେ ପ୍ରେରଣାଦାୟକ ଦୂରଦୃଷ୍ଟିସମ୍ପନ୍ନ, ଉତ୍କୃଷ୍ଟ ବୈଜ୍ଞାନିକ, ମାର୍ଗଦର୍ଶକ ଏବଂ ଜଣେ ମହାନ ଦେଶପ୍ରେମୀ ଭାବରେ ମନେ ରଖାଯାଏ । ଆମ ଦେଶ ପ୍ରତି ତାଙ୍କର ସମର୍ପଣ ଅନୁକରଣୀୟ ଥିଲା । ତାଙ୍କର ଚିନ୍ତାଧାରା ଭାରତର ଯୁବପିଢ଼ିଙ୍କୁ ଏକ ବିକଶିତ ଏବଂ ସଶକ୍ତ ଭାରତ ଗଠନ ଦିଗରେ ଯୋଗଦାନ ଦେବାକୁ ପ୍ରେରଣା ଯୋଗାଇ ଥାଏ ।”
SR
(रिलीज़ आईडी: 2149071)
आगंतुक पटल : 32
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam