ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆର ରାଜ୍ୟପାଳ

प्रविष्टि तिथि: 04 AUG 2025 5:04PM by PIB Bhubaneswar

ଗୋଆର ରାଜ୍ୟପାଳ ଶ୍ରୀ ପୁସାପତି ଅଶୋକ ଗଜପତି ରାଜୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ଗୋଆର ରାଜ୍ୟପାଳ ଶ୍ରୀ ପୁସାପତି ଅଶୋକ ଗଜପତି ରାଜୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

 

SR


(रिलीज़ आईडी: 2152395) आगंतुक पटल : 31
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam