ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସତ୍ୟପାଲ ମଲିକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 05 AUG 2025 4:08PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ସତ୍ୟପାଲ ମଲିକଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ସତ୍ୟପାଲ ମଲିକଙ୍କ ବିୟୋଗରେ ମୁଁ ମର୍ମାହତ । ଏହି ଦୁଃଖ ସମୟରେ ତାଙ୍କ ପରିବାର ଏବଂ ସମର୍ଥକଙ୍କ ସହ ମୋର ସମବେଦନା ରହିଛି । ଓମ୍ ଶାନ୍ତି ।”

 

SR


(रिलीज़ आईडी: 2152852) आगंतुक पटल : 46
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam