ପୋଷ୍ଟ କରାଯିବା ଦିନାଙ୍କ:
06 AUG 2025 12:26PM by PIB Bhubaneswar
ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହ ସାଇନି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@cmohry”
SR